ଭୁବନେଶ୍ୱର : ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୩ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ପାଇଁ ସୁଖ, ଶାନ୍ତିର ବର୍ଷ ହେଉ । ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ । ଏହା ହିଁ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ କରି ସମସ୍ତଙ୍କୁ ନୂଆବର୍ଷର ଅଭିନନ୍ଦର ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏନେଇ ସେ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି ।
BREAKING NEWS
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
Comments are closed.