ବ୍ରହ୍ମପୁର: ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନ ପରିସରରୁ ଏକ ୫ ଫୁଟର ନାଗ ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ। ସୂଚନା ମୂତାବକ ଗୁରୁବାର ଉପଜିଲାପାଳଙ୍କ ବାସଭବନ ପରିସରରେ ଏକ ବିରାଟକାୟ ସାପ ବୁଲୁଥିବାର କର୍ମଚାରୀମାନେ ଦେଖିଥିଲେ। ଏହାପରେ ସେମାନେ ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ କରିଥିଲେ। ଖବର ପାଇ ସ୍ୱେକ ହେଲ୍ପ ଲାଇ ସଦସ୍ୟ ସ୍ୱାଧିନ କୁମାର ସାହୁ ପହଞ୍ଚି କୌଶଳକ୍ରମେ ୫ ଫୁଟର ନାଗ ସାପଟିକୁ ଉଦ୍ଧାର କରିଥିଲେ। ଏହାପରେ ବନ ବିଭାଗର ନିର୍ଦ୍ଦେଶକ୍ରମେ ସାପଟିକୁ ସଂରକ୍ଷିତ ଜଙ୍ଗଳରେ ଛଡା ଯାଇଥିବା ସ୍ନେକ ହେଲ୍ପ ଲାଇନ ସଦସ୍ୟ କହିଛନ୍ତି।
BREAKING NEWS
- ଆଇପିଏଲ ଆୟରୁ କୋହଲିଙ୍କ କଟିଯିବ ୮ କୋଟି ଟଙ୍କା
- ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ
- ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର
- ଅଫିସିଆଲ ଘୋଷଣା,ନିର୍ଦ୍ଦେଶନା ଦେବେ ହ୍ରିିତିକ ରୋଶନ
- ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ
- ବେଆଇନ ଗୁଟ୍ଖା ଚାଲାଣବେଳେ ମାଡି ବସିଲା ପୋଲିସ
- ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ
- ତୁର୍କୀ ଫିଲ୍ମରେ ଏଣ୍ଟ୍ରି କଲେ କି ବିରାଟ କୋହଲି, ଭିଡିଓ ଭାଇରାଲ…
- ମାଡ୍ରାସ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ କୁନାଲ କାମରା
- ରାଜଧାନୀରେ ଟ୍ରାଫିକ୍ କଟକଣା; ସନ୍ଧ୍ଯା ୫ରୁ ମଧ୍ୟରାତ୍ରି ଯାଏଁ ଲାଗୁ…
Comments are closed.