ଭୁବନେଶ୍ୱର: ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ଜଣ ଓଏଏସ ଅଫିସରଙ୍କ ବଦଳି ହୋଇଥିବାବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୩ଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରାଯାଇ ମୋଟ ୧୬୯ଜଣ ଜୁନିୟର ଓ ସିନିୟର ବ୍ରାଞ୍ଚ ଓଏଏସ୍ ଅଫିସର ଏବଂ ଓଆରଏସ୍ ଅଫିସରଙ୍କୁ ବଦଳି କରାଯାଇଛି । ଗୋଟିଏ ବିଜ୍ଞପ୍ତିରେ ୫୬ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ ବଦଳି ହୋଇଛି । ସେହିପରି ଅନ୍ୟ ଗୋଟିଏ ବିଜ୍ଞପ୍ତିରେ ମୋଟ ୬୧ଜଣ ଓଏଏସ୍ ସିନିୟର ଓ ଜୁନିୟର ବ୍ରାଞ୍ଚ ଅଫିସରଙ୍କୁ ବଦଳି ହୋଇଛି । ଏଥିରେ ୬୦ଜଣଙ୍କୁ ବିଭିନ୍ନ ତହସିଲରେ ତହସିଲଦାର ଓ ଜଣେ ଅଫିସରଙ୍କୁ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି ।
BREAKING NEWS
- ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ଗିରଫ ହେଲେ ୭ ରୋଡ ରୋମିଓ
- ଫିଟୁଛି ଭରତପୁର ଆଇଆଇସିଙ୍କ ଗୁମର: ବଟି ମାଗି ବିଦା, ପରେ ଆଦର୍ଶ ଥାନାରେ ନିଯୁକ୍ତି
- ତିରୁପତି ଲଡୁ ବିବାଦ: ବଡବଡ ମନ୍ଦିରରେ ହେବ ପ୍ରସାଦର ନମୁନା ଯାଞ୍ଚ
- ଭରତପୁର ଥାନା ଘଟଣା: ଜାତୀୟ ମହିଳା କମିଶନଙ୍କୁ ରିପୋର୍ଟ ପ୍ରଦାନ କଲା କ୍ରାଇମବ୍ରାଞ୍ଚ
- ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ଯାଇଥିଲା ତିରୁପତି ଲଡୁ
- ପରଲୋକରେ ବର୍ଷୀୟାନ କବି ଶୁଭେନ୍ଦୁ ମୋହନ ଦାସ
- ବାୟୁସେନାର ନୂଆ ମୁଖିଆ ହେଲେ ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ
- ‘ଅନୁସୂଚିତ ଜାତି ପାଇଁ ସବୁ ବେଳେ ଲଢିବ ବିଜେଡି’
- ଭିଜିଲାନ୍ସ ପଞ୍ଝା ଭିତରେ ପୁଣି ଆଉ ଏକ ଯନ୍ତ୍ରୀ, ଟଙ୍କାର ଗଦିରେ ଶୋଉଥିଲେ
- ପନ୍ତ, ଗିଲଙ୍କ ଶତକ: ବାଂଲାଦେଶ ସମ୍ମୁଖରେ ୫୧୫ ରନର ଲକ୍ଷ୍ୟ ରଖିଲା ଟିମ ଇଣ୍ଡିଆ
Comments are closed.