ସୁବର୍ଣ୍ଣପୁର: ଜବରଦଖଲ ଉଚ୍ଛେଦ ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ହିରାପାଲି ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଗ୍ରାମର ଜଣେ ବ୍ୟକ୍ତି ବେଆଇନ ଭାବେ ସରକାରୀ ଜମିକୁ ଜବର ଦଖଲ କରିବା ସହ ଗ୍ରାମ୍ୟ ରାସ୍ତାକୁ ମଧ୍ୟ କବ୍ଜା କରି ରଖିଛନ୍ତି । ଫଳରେ ଗ୍ରାମବାସୀ ଯିବା ଆସିବା କରିବାରେ ଅସୁବିଧା ସମ୍ମୁଖୀନ ହେଉଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏନେଇ ମାସକ ପୁର୍ବରୁ ଗ୍ରାମବାସୀ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଥିଲେ ହେଁ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନାହିଁ । ଫଳରେ ଶୁକ୍ରବାର ପୁଣି ଥରେ ବୀରମହାରାଜପୁର ତହସିଲଦାରଙ୍କ ଦ୍ୱାରସ୍ଥ ହେବା ସହ ତୁରନ୍ତ ଜବର ଦଖଲ ଉଚ୍ଛେଦ ପାଇଁ ଦାବି କରିଛନ୍ତି । ନଚେତ ଆଗାମି ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।
BREAKING NEWS
- Odisha DGP: ଡିଜିପି ଚୟନ ମାମଲା:ସୁପ୍ରିମକୋର୍ଟରେ ଶୁଣାଣି ସେପ୍ଟେମ୍ବର ୭କୁ ଘୁଞ୍ଚିଲା
- ନୂଆ ଡ୍ରେସକୋଡ ଲଞ୍ଚ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍; ଝଲସୁଛି ଭାରତୀୟ କଳା ଓ ସଂସ୍କୃତି
- ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
- Rising Sea Levels: ସମୁଦ୍ରରେ ଲୀନ ହେବ ମୁମ୍ବାଇ-କୋଲକାତା? ୧.୪ କୋଟି ଲୋକଙ୍କ ଘରକୁ ବିପଦ, ଜାତିସଂଘର ଭୟଙ୍କର ଚେତାବନୀ
- Russia helping Iran: ଇରାନକୁ ଲୁଚି ଲୁଚି ସାହାଯ୍ୟ କରୁଛି ରୁଷ! ଆମେରିକା ପାଇଁ ବଢ଼ିଲା ଚିନ୍ତା, ତିଆରି ହେଉଛି ଭୟଙ୍କର ମିସାଇଲ୍ କ୍ଷମତା?
- Nepal Flood: ବନ୍ୟା ସବୁକିଛି ଛଡ଼ାଇନେଲା, ତଥାପି ଆଶା ଛାଡ଼ିନି ନେପାଳ… ମାଟି ତଳୁ ଖୋଜୁଛନ୍ତି ଜୀବନର ସ୍ମୃତି, କନ୍ଦାଇ ଦେବ ଦୃଶ୍ୟ…
- ନେପାଳ ବନ୍ୟା ବିଭୀଷିକା; ମୃତ୍ୟୁ ସଂଖ୍ୟା ୧୧୨୭କୁ ବୃଦ୍ଧି, ୪୮୦୦ ଏବେବି ନିଖୋଜ
- କିଏ ହେବ ରାମ ମନ୍ଦିର ଟ୍ରଷ୍ଟର ସିଇଓ…
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା:କମିଲା ପିୟୁସିସି ଫାଇନ୍, ଆସିଲା ନୂଆ ନିୟମ
- Pakistan Petty Politics: ମୋଦୀଙ୍କୁ ଫଟୋରୁ କାଟିଦେଲା ପାକିସ୍ତାନ!

Comments are closed.