ମୁମ୍ବାଇ: ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଝିଅ ରାଶା ଖୁବ୍ ଶୀଘ୍ର ବଲିଉଡ଼ରେ ଡ଼େବ୍ୟୁ କରିବାକୁ ଯାଉଛନ୍ତି । ସ୍କ୍ରିନ୍ରେ ତାଙ୍କ ସହିତ ଅଜୟ ଦେବଗନଙ୍କ ଭଣଜା ଅମନ ଦେବଗନ ନଜରକୁ ଆସିବେ । ଅମନଙ୍କର ମଧ୍ୟ ଏହା ଡ଼େବ୍ୟୁ ଫିଲ୍ମ । ନିର୍ଦ୍ଦେଶକ ଅଭିଷେକ କପୁର ତାଙ୍କ ପରବର୍ତ୍ତୀ ସିନେମାରେ ଉଭୟଙ୍କୁ ନେଉଥିବା ଜଣାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଫିଲ୍ମର ଟାଇଟଲ ସ୍ଥିର ହୋଇନାହିଁ । କିନ୍ତୁ ଏହା ଏକ ଆକ୍ସନ ଆଡ଼ଭେନଚର ଫିଲ୍ମ ବୋଲି କୁହାଯାଉଛି । ଏହି ଚଳଚ୍ଚିତ୍ରରେ ଅଜୟ ଦେବଗନଙ୍କୁ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ ।
କିଛିଦିନ ହେବ ସୋସିଆଲ ମିଡିଆରେ ରାଶାଙ୍କୁ ବହୁ ମାତ୍ରାରେ ଦେଖିବାକୁ ମିଳୁଥିଲା । ଏମିତିକି ରବିନାଙ୍କ ସହ ରାଶାଙ୍କୁ ମଧ୍ୟ ଅଧିକାଂଶ ସମୟ ବିଭିନ୍ନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଥିଲା । ସେ ସମୟରେ ଚର୍ଚ୍ଚା ହେଉଥିଲା ଯେ, ବହୁତ ଶୀଘ୍ର ରବିନାଙ୍କ ଝିଅ ବଲିଉଡ଼ରେ ପାଦ ଦେବେ, ଯାହା ଏବେ ସତ ପ୍ରମାଣିତ ହୋଇଛି ।
BREAKING NEWS
- ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ, ଅଭିନେତାଙ୍କ ବିରୋଧରେ ଚାଲିବ ମାମଲା
- କିସ୍ତୱାଡ଼ରେ ସେନା-ଜୈସ୍ ଆତଙ୍କବାଦୀ ଏନକାଉଣ୍ଟର, ଇଣ୍ଟରନେଟ୍ ସେବା ବନ୍ଦ
- Delhi Summit: କି ପ୍ଲାନ୍ କରୁଛନ୍ତି ପିଏମ୍ ମୋଦି?, ଦିଲ୍ଲୀକୁ ଛୁଟିଛି ଇସଲାମିକ ରାଷ୍ଟ୍ରନେତାଙ୍କ ସୁଅ
- ବସକୁ ଧକ୍କା ଦେଇ ଫେରାର ହେଲା ଟ୍ରକ୍, ୨୮ ଯବାନ ଗୁରୁତର
- ED Summons Sand Mafia: ବାଲି ମାଫିଆଙ୍କୁ ଇଡି ସମନ, ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ
- Paddy Smuggle: ପଶ୍ଚିମବଙ୍ଗରୁ ଓଡିଶା ଭିତରକୁ ଧାନ ଚୋରା ଚାଲାଣ
- Tension In Kotia: ପୁଣି କୋଟିଆରେ ପଶି ଆନ୍ଧ୍ର ସରକାରୀ କର୍ମଚାରୀଙ୍କ ଦାଦାଗିରି
- PT Usha’s Husband Died: ଆଉ ନାହାଁନ୍ତି ଦୌଡ଼ରାଣୀ ପିଟି ଉଷାଙ୍କ ସ୍ୱାମୀ, ଆଇଓଏ ସଭାପତିଙ୍କ ସହ କଥା ହୋଇ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି
- Gun Found: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍ରୁ ମିଳିଲା ବନ୍ଧୁକ
- Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ
Comments are closed.