ଫୁଲବାଣୀ: ଆଜି ସନ୍ଧ୍ୟାରେ କଳିଙ୍ଗା ଘାଟିରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।
ସନ୍ଧ୍ୟାରେ ଦୁଇ ଜଣ ଯୁବକ ଏକ ବାଇକ୍ରେ କଳିଙ୍ଗାରୁ ଭଞ୍ଜନଗର ଅଭିମୁଖେ ଯାଉଥିଲେ । ଅନ୍ଧାରକୋଟ ନିକଟରେ ବାଇକ୍ଟି ରାସ୍ତା ପାର୍ଶ୍ୱ ଗାର୍ଡ ପାଚେରୀରେ ବାଡେଇ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ସେମାନେ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡ଼ାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ସ୍ଥାନୀୟ ଆଇଆଇସି ଅଜୟ ସ୍ୱାଇଁ ଘଟଣାସ୍ଥଳରେ ପହଞ୍ôଚ ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
BREAKING NEWS
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
Comments are closed.