ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ଉତ୍ତର ଭାରତ ସମେତ ଦିଲ୍ଲୀ ଏନସିଆର । ଉତ୍ତର ଭାରତର ଅନେକ ଅଂଚଳରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୫.୮। ଭୂକମ୍ପର କେନ୍ଦ୍ରସ୍ଥଳୀ ଥିଲା ନେପାଳ । ପୂର୍ବରୁ ଅର୍ଥାତ ଗତ ୫ ତାରିଖରେ ବି ରାଜଧାନୀ ଦିଲ୍ଲୀ ସମେତ ସମ୍ପୂର୍ଣ୍ଣ ଏନସିଆରରେ ଭୂକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ଥିଲା ୫.୯ ।
BREAKING NEWS
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ

Comments are closed.