ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ । ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର ପୁର୍ବତନ ସାଂସଦ ବାଲଗୋପାଳ ମିଶ୍ରଙ୍କ ସାନ ପୁଅ ଅବିନାଶ ମିଶ୍ର ବୋଲି ଜଣାପଡିଛି। ଡୁଙ୍ଗୁରିପାଲି – ରାମପୁର ରୋଡ଼ ରେଳ ଫାଟକ ଠାରେ ଆଜି ଭୋର ୫ ଟାରେ ପୁରୀ – ଦୁର୍ଗ ଇଣ୍ଟେରସିଟି ଏକ୍ସପ୍ରେସ ଟ୍ରେନ ଧକ୍କା ରେ ଅବିନାଶଙ୍କ ମୃତ୍ୟୁ ହୋଇଛି ।
BREAKING NEWS
- Paddy Smuggle: ପଶ୍ଚିମବଙ୍ଗରୁ ଓଡିଶା ଭିତରକୁ ଧାନ ଚୋରା ଚାଲାଣ
- Tension In Kotia: ପୁଣି କୋଟିଆରେ ପଶି ଆନ୍ଧ୍ର ସରକାରୀ କର୍ମଚାରୀଙ୍କ ଦାଦାଗିରି
- PT Usha’s Husband Died: ଆଉ ନାହାଁନ୍ତି ଦୌଡ଼ରାଣୀ ପିଟି ଉଷାଙ୍କ ସ୍ୱାମୀ, ଆଇଓଏ ସଭାପତିଙ୍କ ସହ କଥା ହୋଇ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି
- Gun Found: ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗ୍ରୁ ମିଳିଲା ବନ୍ଧୁକ
- Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ
- Weather Update: ପୁଣି ଥରେ ଥରାଇବ ଶୀତ, କୁହୁଡ଼ି ନେଇ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ
- ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗାଏବ, ଭାଙ୍ଗିଲା ୨୭୪ ମିଲିୟନ ଫଲୋଅର୍ସଙ୍କ ହୃଦୟ
- Leh Air Force Station: ଲେହ ଏୟାରଫୋର୍ସ ଷ୍ଟେସନକୁ ମିଳିଲା ନୂଆ ରନୱେ, ୨୧ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେଲା…
- Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା
- World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ ପ୍ରଶଂସା
Comments are closed.