ବ୍ରହ୍ମପୁର: ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ଘର ବ୍ରହ୍ମପୁର ସହର ଆଙ୍କୁଲିରେ। ପ୍ରଥମେ ମନ୍ତ୍ରୀଙ୍କ ଉପରେ ଗୋପାଳ ଗୁଳି ଚଳାଇଥିବା ଖବର ଆସିବା ପରେ ତାଙ୍କ ଘର ସମ୍ମୁଖରେ ଲୋକଙ୍କ ଗହଳି ଲାଗିଥିଲା। ଗୋପାଳଙ୍କ ପତ୍ନୀ ଜୟନ୍ତୀ ଏବଂ ତାଙ୍କ ପୁଅଙ୍କ ଠାରୁ ଗଣମାଧ୍ୟମ ପ୍ରତିନିଧିମାନେ ମତାମତ ନେଇଥିଲେ। ତେବେ ସନ୍ଧ୍ୟାରେ ମନ୍ତ୍ରୀଙ୍କ ମୃତ୍ୟୁ ନେଇ ଘୋଷଣା ହୋଇଥିଲା। ଏହା ପରଠୁ ଗୋପାଳଙ୍କ ପରିବାର ବର୍ଗ କେଉଁଆଡ଼େ ଚାଲିଯାଇଥିବା ସାହିବାସୀଙ୍କ ସୂତ୍ରରୁ ସୂଚନା ମିଳିଛି। ଘରେ ତାଲା ପଡ଼ିଛି। ନାମଫଳକ ମଧ୍ୟ କାଢ଼ି ଦିଆଯାଇଛି। ସେମାନେ କୁଆଡ଼େ ଏବଂ କାହିଁକି ଗଲେ, ତାହାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
BREAKING NEWS
- Superstition Murder: ସ୍ତ୍ରୀକୁ ଫେରିପାଇବା ପାଇଁ ସାଙ୍ଗକୁ ବଳି
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
- ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ଛୁଟି ଘୋଷଣା, ୫ ବ୍ଲକର ୨୨୫ ଅଙ୍ଗନବାଡ଼ି ମଧ୍ୟ ଛୁଟି
- ମନି ଲଣ୍ଡ୍ରିଂ ମାମଲା: ଖଣି ବ୍ୟବସାୟୀ ରତିକାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଇଡି, କ୍ରିପ୍ଟୋ ସ୍କାମ୍ରେ ଇଓଡବ୍ଲ୍ୟୁର କଡ଼ା କାର୍ଯ୍ୟାନୁଷ୍ଠାନ
- ଭିଜିଲାନ୍ସ ଜାଲରେ ଲାଠିକଟା ତହସିଲଦାର: ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ

Comments are closed.