ଭୁବନେଶ୍ୱର: ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ଯୁବ ପୁରସ୍କାର ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ! ଜାତୀୟ ସମ୍ବାଦପତ୍ର ‘ଦ ହିନ୍ଦୁ’ରେ ପ୍ରକାଶିତ ଏକ ଖବର ଅନୁଯାୟୀ ୨୪ଟି ଭାରତୀୟ ଭାଷାର ଲେଖକ ଓ ପ୍ରକାଶକମାନଙ୍କଠାରୁ ୨୦୨୦ ମସିହାର ଯୁବ ପୁରସ୍କାର ପାଇଁ ଆବେଦନ ଗ୍ରହଣ ଆରମ୍ଭ ହୋଇଛି ! ୩୫ ବର୍ଷରୁ କମ ବୟସର ଲେଖକ ଲେଖିକାମାନେ ସେମାନଙ୍କ ପ୍ରକାଶିତ ପୁସ୍ତକ ସହ ଆବେଦନ କରି ପାରିବେ! ଏଥିପାଇଁ ପୁରସ୍କାର ରାଶି ୫୦,୦୦୦ ଟଙ୍କା ରହିଥିବାବେଳେ ଆବେଦନ କରିବାର ଶେଷ ତାରିଖ ରହିଛି ୩୦ ଅଗଷ୍ଟ ୨୦୧୯ !
BREAKING NEWS
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
- ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନୂଆ ଲୁକ ଭାଇରାଲ, ଫ୍ୟାନ୍ସ ଚକିତ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜସପ୍ରୀତ ବୁମରାଙ୍କ ବିକଳ୍ପ ସାଜିବେ କି ମହମ୍ମଦ ଶମୀ?
- କମନୱେଲଥ୍ ଗେମ୍ସ : ଗୋଟିଏ ଦିନରେ ଭାରତ ଜିତିଲା ୮ ସ୍ୱର୍ଣ୍ଣ
Comments are closed.