ମୁମ୍ବାଇ: ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଫିଲ୍ମ ‘ତୁ ଝୁଠି ମୈ ମକ୍କାର’ ହୋଲିରେ ମୁକ୍ତିଲାଭ କରିବ । ଏହି ଫିଲର ଆଡ଼ଭାନ୍ସ ବୁକିଂ ଜୋରସୋରରେ ଚାଲିଛି । ଫିଲ୍ମ ‘ପଠାନ’ ପରି ଏହି ଚଳଚ୍ଚିତ୍ରର ଆଡଭାନ୍ସ ବୁକିଂ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତିି । ନିକଟରେ ମୁକ୍ତିଲାଭ କରିଥିବା ‘ଶେହଜଦା’ ଏବଂ ‘ସେଲଫି’ ବକ୍ସ ଅଫିସରେ ଫ୍ଲପ୍ ହୋଇ ଥିଲା । ଏଭଳି ପରିସ୍ଥିତିରେ ଏବେ କୌଣସି ଫିଲ୍ମ ‘ପଠାନ’ ସହିତ ପ୍ରତିଦ୍ୱନ୍ଦ୍ୱିତା କରିପାରିବ ନାହିଁ ବୋଲି ଆଶା କରାଯାଉଥିଲା । କିନ୍ତୁ ‘ତୁ ଝୁଠି ମୈ ମକ୍କାର’ର ଆଡ଼ଭାନ୍ସ ବୁକିଂ ଦେଖି ଏହା ହିଟ୍ ହେବାର ସମ୍ଭାବନା ରହିଛି । ଶ୍ରଦ୍ଧା ଏବଂ ରଣବୀରଙ୍କ ଯୋଡ଼ିକୁ ଦେଖିବାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି ପ୍ରଶଂସକ ।
BREAKING NEWS
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ

Comments are closed.