Latest Odisha News

BREAKING NEWS

ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ପ୍ରସଙ୍ଗ : ଇସ୍ତଫା ପତ୍ର ଗ୍ରହଣ କରିବାକୁ ବାଚସ୍ପତିଙ୍କୁ ଅନୁରୋଧ କଲେ ବୈଜୟନ୍ତ

ନୂଆଦିଲ୍ଲୀ : ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଥିବା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଆଜି ବାଚସ୍ପତିଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ।

ସାଂସଦ ପଣ୍ଡା ବାଚସ୍ପତିଙ୍କୁ ଭେଟି ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ବୋଲି ଟ୍ୱିଟ୍ କରି ଜଣାଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୁଁ ଆଉ ମୋ ପୂର୍ବ ଦଳକୁ ପ୍ରତିନିଧିତ୍ୱ କରିପାରିବି ନାହିଁ ।

Leave A Reply

Your email address will not be published.