ମୁମ୍ବାଇ: ଏବେ ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ନେଇ ସୋସିଆଲ ମିଡ଼ିଆରେ ଖୁବ୍ ଚର୍ଚ୍ଚା । ନିଜ ସମ୍ପର୍କୀୟ ଭଉଣୀଙ୍କ ମେହେନ୍ଦୀ କାର୍ଯ୍ୟକ୍ରମରେ ଅନନ୍ୟାଙ୍କୁ ସିଗାରେଟ୍ ପିଉଥିବା ଦେଖିବାକୁ ମିଳିଥିଲା । ସୋହେଲ ଖାନ୍ଙ୍କ ଘରେ ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମ । ଏବେ ଏହି ମେହେନ୍ଦୀ ସମାରୋହର କିଛି ଫାଟୋ ସୋସିଆଲ ମିଡିଆରେ ଆସିବା ପରେ ଅନନ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । କାରଣ ଏହି କାର୍ଯ୍ୟକ୍ରମରେ ଅନନ୍ୟା ସିଗାରେଟ୍ ଟାଣୁଥିବା ଏକ ଫଟୋ ଖୁବ୍ ଭାଇରାଲ ହେବାରେ ଲାଗିଛି । ଏହାକୁ ନେଇ ଫଲୋଅର୍ସମାନେ ଅନନ୍ୟାଙ୍କୁ ଟ୍ରୋଲ କରୁଥିବା ଦେଖିବାକୁ ମିଳିଛି ।
BREAKING NEWS
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ
- ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ
- କଡ ଲେଉଟାଉଛି କରୋନା, ମାସ୍କ ପିନ୍ଧିବାକୁ ସତର୍କ ସୂଚନା ଜାରି