ମୁମ୍ବାଇ: ଓସ୍କାର ଆୱାର୍ଡରେ ସୁପରହିଟ୍ ଫିଲ୍ମ ‘ଆରଆରଆର’ର ନାଟୁ ନାଟୁ ଗୀତର ବଡ଼ ସଫଳତା ପରେ ଅଭିନେତା ରାମଚରଣ ଭାରତ ଫେରିଛନ୍ତି । ସେ ତାଙ୍କ ସ୍ତ୍ରୀଙ୍କ ସହ ଦିଲ୍ଲୀ ବିମାନବନ୍ଦରରେ ପହଞ୍ôଚଥିଲେ । ସେଠାରେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଘେରିଯାଇ ସ୍ୱାଗତ ସହ ଅଭିନନ୍ଦନ ଜଣାଇଥିଲେ । ଏମିତି କି ତାଙ୍କ ସହ ସେଲଫି ନେବା ପାଇଁ ଭିଡ ଜମାଇଥିଲେ । ଅନେକ ପ୍ରଶଂସକ ବିମାନବନ୍ଦରରେ ରାମଚରଣଙ୍କୁ ‘ଆରଆରଆର’ର ପତାକା ଦେଖାଇ ସ୍ୱାଗତ ମଧ୍ୟ କରିଥିଲେ । ବିମାନବନ୍ଦରରୁ ବାହାରି ରାମଚରଣ ପ୍ରଶଂସକଙ୍କୁ ହାତ ହଲାଇ ଧନ୍ୟବାଦ ଜଣାଇଥିଲେ । ‘ଆରଆରଆର’ର ସଫଳତା ପରେ ରାମଚରଣଙ୍କ ଫ୍ୟାନଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି ।
BREAKING NEWS
- ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ
- ବାବା ଭେଙ୍ଗାଙ୍କ ବ୍ୟତୀତ ଆଉ କେଉଁମାନଙ୍କ ଭବିଷ୍ୟବାଣୀ ହୋଇଛି ସତ ? ଜାଣନ୍ତୁ…
- CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…
- ‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’
- ୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…
- ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ
- Ollywood Movie: ସାମାଜିକ ବାର୍ତ୍ତା ନେଇ ଖୁବଶୀଘ୍ର ଆସୁଛି ଓଡ଼ିଆ ଫିଲ୍ମ ‘ମହାକାଳ’
- Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଏହି ଲୋକମାନେ ପରମାଣୁ ବୋମାକୁ ସେତିକି ଭୟ କରନ୍ତିନି, ଯେତିକି ଇସଲାମକୁ କରନ୍ତି…
- E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….
Comments are closed.