ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ମମତା । ମମତା ବାନାର୍ଜୀଙ୍କ ମହାପ୍ରଭୂଙ୍କୁ ଦର୍ଶନ ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ବୋଲି କହିଛି ଜିଲ୍ଲା ପ୍ରସାଶନ। ପ୍ରୋଟୋକଲ ଅନୁସାରେ ପଶ୍ଚିମବଙ୍ଗ ପୋଲିସ ଏବଂ କମିଶନରେଟ ପୋଲିସ୍ ସହ ଆଲୋଚନା କରାଯାଇ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗସ୍ତ ଲାଗି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା କରାଯାଇଥିବା କହିଛନ୍ତି ଏସପି ।ଶ୍ରୀଜିଉଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପରେ ପୁରୀରେ ଦ୍ବିତୀୟ ଦିନ, ଅର୍ଥାତ ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାତ୍ରୀଯାପନ କରିବେ ।
BREAKING NEWS
- Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା
- World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ ପ୍ରଶଂସା
- ଗୋପାଳପୁର ବେଳାଭୂମି ମହୋତ୍ସବକୁ ପର୍ଯ୍ୟଟନ କ୍ୟାଲେଣ୍ଡରରେ ସ୍ଥାନ ଦିଆଯାଉ: ସିଦ୍ଧାନ୍ତ ମହାପାତ୍ର
- Kotia: କୋଟିଆରେ ଆନ୍ଧ୍ରର ସର୍ଭେ ଟିମ୍; ଆକଟ କରିବାରୁ ପୋଲିସ ସହ ବଚସା
- ଦିନିକିଆ କ୍ରିକେଟରେ ଏହି ବ୍ୟାଟ୍ସମ୍ୟାନ ମାରି ପାରି ନାହାନ୍ତି ଛକା
- Agriculture Minister Review: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାର ସମୀକ୍ଷା; ଓଡ଼ିଶାର ପ୍ରଦର୍ଶନକୁ ନେଇ ସନ୍ତୋଷ…
- ସଫଳତା ଖୁସିର ଗ୍ୟାରେଣ୍ଟି ଦିଏ ନାହିଁ; କାହିଁକି ଏଭଳି କହିଲେ ସଂଗୀତଜ୍ଞ ବିଶାଲ
- ରଣଜୀ ଟ୍ରଫି: ସ୍ୱସ୍ତିକ, ଗୋବିନ୍ଦଙ୍କ ଅର୍ଦ୍ଧଶତକ
- Witchcraft Suspicion: ଡାହାଣୀ ସନ୍ଦେହରେ ନିଜ ମାଆକୁ ହାଣି ଦେଲା ପୁଅ
- କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ
Comments are closed.