ଭୁବନେଶ୍ୱର : ବିଧାନସଭା ପରିସରରେ ଆଜି (ବୁଧବାର) ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାବେଳେ ‘ଆଶୁ କବି’ ଅନ୍ଦାଜରେ ନଜର ଆସିଥିଲେ ବିଜେଡି ବିଧାୟକ ଅରୁଣ ସାହୁ l ଏକାଧିକ ବାର ପଦକୁ ପଦ ଛନ୍ଦି କହିଥିଲେ ” ଚାଷ, ବାସ, କେନ୍ଦ୍ର ସରକାର କଲା ସର୍ବନାଶ” l ଏଥିସହ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରି ଅରୁଣ କହିଛନ୍ତି; କେନ୍ଦ୍ର ସରକାର, ନା ଆମ ପେଟକୁ ଭାତ ଦେଉଛନ୍ତି ନା ମୁଣ୍ଡକୁ ଛାତ ଖଣ୍ଡିଏ ଦେଉଛନ୍ତି l ଚାଷ ଓ ଚାଷୀଙ୍କ ପ୍ରତି ସେ କେତେ ଯେ ସଚେତନ ଓ ସମ୍ବେଦନଶୀଳ, ତାହା ନିଜ ପ୍ରତିକ୍ରିୟାରେ ଜଣାଇବାକୁ ଚେଷ୍ଟା କରିଥିଲେ ପୂର୍ବତନ କୃଷି ମନ୍ତ୍ରୀ ଅରୁଣ ସାହୁ l
BREAKING NEWS
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
- ଆଇପିଏଲ: ୯ ଖେଳାଳିଙ୍କୁ ନିଲାମ ତାଲିକାରୁ ବାଦ ଦେଲା ବିସିସିଆଇ
Comments are closed.