ଭୁବନେଶ୍ୱର: ଅଧା ରହିଗଲା ଜଗା ଦର୍ଶନ । ଟ୍ରେନ ଦୁର୍ଘଟଣା ଯୋଗୁ ତାଙ୍କ ପରିବାର ସଦସ୍ୟ ଏବେ ହସପିଟାଲରେ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ନୀଳାମ୍ବର ପାତ୍ର ତାଙ୍କ ପରିବାର ସଦସ୍ୟକୁ ନେଇ କେତେ ଖୁସିରେ ପୁରୀ ବାହାରିଥିଲେ । ସମସ୍ତେ ବାଲେଶ୍ୱରରୁ କରମଣ୍ଡଳ ଏସ୍କପ୍ରେସରେ ଚଢିଥିଲେ । ପୁରୀ ଯିବେ, ଜଗନ୍ନାଥଙ୍କୁ ଦର୍ଶନ କରିବେ ସେନେଇ ସମସ୍ତେ ଉତ୍ସାହିତ ଥିଲେ । ହେଲେ ବହନଗାଠାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଲା । ଏହି ଦୁର୍ଘଟଣାରେ ନୀଳାମ୍ବର ଗୁରୁତର ଆହତ ହେଲେ । ଏବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ପରିବାରର ଦୁଇ ଜଣ ବାଲେଶ୍ୱର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଆଉ ଦୁଇଜଣ କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କାନ୍ଦି କାନ୍ଦି ଏହା କହିଛନ୍ତି ନୀଳାମ୍ବରଙ୍କ ବଡ଼ ଭାଇ ସୁଧୀର ପାତ୍ର । ଟ୍ରେନ୍ ଦୁର୍ଘଟଣା ପରେ ହସ୍ପିଟାଲ ଓ ଘଟଣାସ୍ଥଳରେ ଦେଖିବାକୁ ମିଳୁଛି ଏମିତି ହୃଦୟ ବିଦାରକ ଦୃଶ୍ୟ ।
BREAKING NEWS
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
- Budget 2026: ବଜେଟ୍ ଉପସ୍ଥାପନା ପୂର୍ବରୁ କାହିଁକି ପ୍ରସ୍ତୁତ ହୁଏ ହାଲୱା, କ’ଣ ରହିଛି ଏହା ପଛର ବିଶେଷ କାହାଣୀ?
- Union Budget 2026: ଚାଷୀ, ମହିଳା ଏବଂ ଯୁବକମାନଙ୍କୁ ଅଭିବୃଦ୍ଧି ପ୍ରଦାନ କରିବାର ଲକ୍ଷ୍ୟ କହିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
Comments are closed.