କଟକ : ଭିଜିଲାନ୍ସ ପଞ୍ଝାରେ ଏଏସଆଇ । କଟକ ଭିଜିଲାନ୍ସ ଜାଲରେ ପଡିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ବିଭାଗ ଏଏସଆଇ ସୁଦୀପ୍ତ ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଛି । ନୟାଗଡ଼ ଘର ଓ ବାଲୁଗାଁର ଭଡା ଘରେ ଭିଜିଲାନ୍ସ ରେଡ୍ କରୁଛି । ବାଲୁଗାଁ ସର୍କଲ ଅବକାରୀ ଅଫିସ, ନୟାଗଡ଼ର ଆବାସିକ ଘର ଏବଂ ଏକ ଭଡ଼ା ଘରେ ମଧ୍ୟ ଚଢାଉ ଜାରି ରହିଛି। ଏକକାଳୀନ ୪ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ୪ଜଣ ଡିଏସପି, ୬ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ରହିଛନ୍ତି ।
BREAKING NEWS
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
- Dhurandhar Song In Guinness World Record: ସାରା ବିଶ୍ୱରେ କ୍ରେଜ୍ ବଢ଼ାଇଛି ଧୁରନ୍ଧର୍ ସିନେମାର ଏହି ଗୀତ, ଭାଙ୍ଗିଲା ଗିନିଜ୍ ବିଶ୍ୱ ରେକର୍ଡ…ଖୁବ୍ ଶୀଘ୍ର ଭାରତ ଆସିବେ ଗାୟକ
- Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ ବିଧାୟକ…
- ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
- ଫିଟ ହେଉଛନ୍ତି ତିଳକ: ବ୍ୟାଟିଂ ପରେ କଲେ ବୋଲିଂ ଅଭ୍ୟାସ
- ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ
- Road Accident: ୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଚାଲିଗଲା ୫ ଜୀବନ
- 240 More Aircraft In India Air: ଭାରତୀୟ ଆକାଶରେ ଭିଡ଼ !
Comments are closed.