କଣ୍ଟାବାଞ୍ଜି : ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ପାଳନ କରାଯାଉଛି । କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରାଯାଉଛି । ବନ୍ଦ ପ୍ରଭାବରେ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ଆଦି ବନ୍ଦ ରହିଛି । ଏପରିକି ଗାଡି ମଟର ଚଳାଚଳ ମଧ୍ୟ ଠପ୍ ହୋଇପଡିଛି । ଜରୁରୀ କାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲ କୁ ବନ୍ଦରୁ ବାଦ ଦିଆଯାଇଛି । ସ୍ଥାନିୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି । ତେବେ ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।
BREAKING NEWS
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
Comments are closed.