ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ । ରାଜଧାନୀ ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ ଲାଗିଯାଇଛି । ଲୋକସବା ଭବନର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ରାଜସ୍ବ ବିଭାଗ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଛି । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ କୌଣସି କାଗଜ ପତ୍ର ନଷ୍ଟ ହୋଇନି । ନିଆଁ ଲାଗିବା ସମୟରେ ରାଜସ୍ୱ ବିଭାଗ କୋଠାରେ କେହି କର୍ମଚାରୀ ଥିଲେ ନାହିଁ ତାହା ମଧ୍ୟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା ଉଦ୍ୟମ ଚଳାଇଛନ୍ତି।
BREAKING NEWS
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !
- ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…

Comments are closed.