ଦଶପଲ୍ଲା: ଶିକାର କରିବା ପାଇଁ ଯାଇଥିଲେ ହେଲେ ନିଜେ ନିଜ ଗୁଳିରେ ଆହତ ହେଲେ । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ନୟାଗଡ ଜିଲ୍ଲା ଦଶପଲ୍ଲା ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ବଦଲା ଗାଁରେ । ସନ୍ୟାସୀ ଜାନି ନାମକ ଜଣେ ବ୍ୟକ୍ତି ଜନ୍ତୁ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ । ହେଲେ ଝୁଣ୍ଟି ତଳେ ପଡିଯିବାରୁ ଗୁଳି ଫୁଟି ଗୁରୁତର ହୋଇଛନ୍ତି । ଗୁଳି ବାଜିଥିବା ଗୁରୁତର ବ୍ୟକ୍ତି ଗାଁ ଜଙ୍ଗଲରୁ ଉଦ୍ଧାର କରାଯାଇଛି । ସୀମାନ୍ତ ବୌଦ୍ଧ ଜିଲ୍ଲାର ବଦଲା ଗାଁ ଜଙ୍ଗଲରୁ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ଗୁରୁତର ବ୍ୟକ୍ତିଙ୍କୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.