ଭୁବନେଶ୍ୱର: ଶନିବାର ପବିତ୍ର ମହାଳୟା ଅନୁଷ୍ଠିତ ହେବ । ମହାଳୟା ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ । ଏ ନେଇ ଘୋଷଣା କଲେ ରାଜ୍ୟ ଗଣଶିକ୍ଷା ବିଭାଗ । ଦଶହରା ଛୁଟିକୁ ନେଇ ମଧ୍ୟ ନେଇ ଗଣଶିକ୍ଷା ବିଭାଗର ନୋଟିସ୍ ପ୍ରକାଶ କରିଛି । ଚଳିତ ବର୍ଷ ଦଶହରା ଛୁଟି ଦୁଇଟି ରବିବାରକୁ ମିଶାଇ ୮ ଦିନ ହେବ । ଆସନ୍ତା ୨୦ ରୁ ୨୯ ପର୍ଯ୍ୟନ୍ତ ହେବ ଦଶହରା ଛୁଟି ।
BREAKING NEWS
- ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ
- Nuakhai 2026: ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
- ବ୍ରାଣ୍ଡ ” ବୈଭବ ” ବିଜ୍ଞାପନ ପାଇଁ ଦିନକୁ ଦେଢ଼ କୋଟି ରୁ ୨ କୋଟି ରୋଜଗାର
- ଏୟାର ଇଣ୍ଡିଆକୁ କାରଣ ଦର୍ଶାଅ ନୋଟିସ୍, ଜାଣନ୍ତୁ କଣ ରହିଛି କାରଣ…
- ୧୯ରୁ ଫେରିଯିବ ମୌସୁମୀ ବାୟୁ…
- ଆକାଶରେ ବିରଳ ଦୃଶ୍ୟ, ଚନ୍ଦ୍ର ପଛରେ ଲୁଚିଗଲା ଶୁକ୍ର
- ନୂଆଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ଜାଣନ୍ତୁ କାହିଁକି ଧୁମଧାମରେ କରାଯାଏ ପାଳନ
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା

Comments are closed.