ଭୁବନେଶ୍ୱର : ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର ଆଜି ରାତିରେ ସ୍ଥାନୀୟ ଅଖିଳ ଭାରତୀୟ ଆୟୁ ବିଜ୍ଞାନ ସଂସ୍ଥାନ (ଏମ୍ସ ) ରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା । ସେ ଫୁସଫୁସ ଜନିତ ସଂକ୍ରମଣରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ବଡ଼ ଭାଇ ବିଷ୍ଣୁ ଚରଣ ବେହେରା, ପତ୍ନୀ ଜୟଶ୍ରୀ ପରିଡା ଉପସ୍ଥିତ ଥିଲେ । ଦେହାନ୍ତ ଖବରପାଇ ପ୍ରଧାନ ମହାଲେଖାକାର ଅଡିଟ ରାଜ କୁମାର, ମହାଲେଖାକାର ବିଶ୍ୱନାଥ ସିଂହ ଜାଦୋନ, ବରିଷ୍ଠ ଉପ-ମହଲେଖାକର ଦୀପକ ରଘୁ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ପହଞ୍ଚିଥିଲେ । ସେ କଟକ ଜିଲ୍ଲା ମାହାଙ୍ଗା ନିକଟବର୍ତ୍ତୀ କୁଆଁପାଳ କୁହୁଣ୍ଡା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
BREAKING NEWS
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ
- Explosives recovered: ନକ୍ସଲଙ୍କ ବଡ ଷଡଯନ୍ତ୍ର ପଣ୍ଡ; ୧୬ଟି ଆଇଇଡି ସହ ବିପୁଳ ପରିମାଣର ବିସ୍ଫୋରକ ଜବତ
- BJD: ବିଜେପି ଶାସନରେ ସାଇବର ଅପରାଧ ଓ ଫେକ୍ ନ୍ୟୁଜରେ ବୃଦ୍ଧି ଘଟିଛି: ବିଜେଡି
- ଆମ ବସ୍ ଭଙ୍ଗାରୁଜା ଘଟଣା; ଦୁଇ ଅଭିଯୁକ୍ତ ଗିରଫ
- Tragic landslide in Indonesia: ଭୟଙ୍କର ଭୂସ୍ଖଳନ: ୨୧ ଜଣଙ୍କର ମୃତ୍ୟୁ, ୮୦ରୁ ଅଧିକ ନିଖୋଜ
- ଏକ ଆବାସିକ କୋଠାରେ ଗୁଳି ଚଳାଇବା ଅଭିଯୋଗରେ ଅଭିନେତା କମଲ ଆର ଖାନ ଗିରଫ
- ବାଂଲାଦେଶ ପରେ ବିଶ୍ୱକପରୁ ଓହରିଯିବ କି ପାକିସ୍ତାନ
- ଆଇସିସି ଟି୨୦ ବିଶ୍ୱକପ: ବାଂଲାଦେଶ ଆଉଟ, ସ୍କଟଲାଣ୍ଡ ଇନ
- ବିଜେପି ସମର୍ଥିତ ସରପଞ୍ଚ ସମିତି ସଭ୍ୟଙ୍କୁ ମନମୋହନ ଦେଲେ ଟାସ୍କ, ୬ ମାସ ଭିତରେ ଅଧୁରା କାମ ସାର…
- Keonjhar bank robbery case: କେନ୍ଦୁଝର ବ୍ୟାଙ୍କ ଲୁଟ୍ ଘଟଣାରେ ଦୁଇ ଅଭିଯୁକ୍ତ ଝାଡ଼ଖଣ୍ଡରୁ ଗିରଫ
Comments are closed.