କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ୫୯ ନଂ ଜାତୀୟ ରାଜପଥ ଫୁଗୁଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବୋଲେରୋ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ମଧ୍ୟ ହୋଇଥିବା ସୂଚନା ମିଳିଛି । ମୃତକ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ପହଁରେନମୁଣ୍ଡା ଗାଁର ଲିଙ୍ଗରାଜ ସରାଫ ଓ କିଶୋର ଦାସ ବୋଲି ଜଣାପଡ଼ିଛି। ଦୁଇ ଗୁରୁତରଙ୍କୁ କଣ୍ଟାବାଞ୍ଝି ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
BREAKING NEWS
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
- Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ
- Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ
- India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା
- ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
- ଟଳିଲା ବଡ ଅଘଟଣ; ନକ୍ସଲ ଖଞ୍ଜିଥିବା ୩ ଆଇଇଡି ବୋମାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ
Comments are closed.