ବାଲିଗୁଡା : ବାଲିଗୁଡା ସାରଙ୍ଗଡ ଥାନା ଗୁଟିଙ୍ଗିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ଏକ ୪ ବର୍ଷର ଝିଅକୁ ତାର ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଜଙ୍ଗଲରୁ ମୃତଦେହ ଜବତ ସହ ମାଆକୁ ଅଟକ ରଖିଲା ପୋଲିସ । ପାରିବାରିକ କଳହରୁ ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ରହୁଥିଲେ । କିଛି ଦିନ ହେବ ମାଆ ଝିଅଙ୍କର କୌଣସି ପତ୍ତା ମିଳୁନଥିଲା । ମହିଳାଙ୍କୁ ପରିବାର ଲୋକ ଠାବ କରିବା ପରେ ପୋଲିସକୁ କହିଥିଲେ । ସେପଟେ ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ଘଟଣାରେ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.