ପାରାଦୀପ : ଦାବି ମାନିବା ପରେ ପ୍ରତ୍ୟାହୃତ ହେଲା ଧାରଣା । ନିଯୁକ୍ତି ଓ ଠିକା କାମ ଭଳି ବିଭିନ୍ନ ଦାବିକୁ ନେଇ ପିପିଏଲ୍ ସାରା କାରଖାନା ମୁଖ୍ୟ ଫାଟକ ନିକଟରେ କିଛି ଜମିହରା ଓ ବିସ୍ଥାପିତ ଧାରଣାରେ ବସିଥିଲେ । ଦୀର୍ଘ ବର୍ଷ ଧରି କମ୍ପାନୀ ପାଇଁ ଜମି ହରାଇଥିବା ପରିବାର ମାନଙ୍କୁ ଆଜି ପର୍ଯ୍ୟନ୍ତ ନିଯୁକ୍ତି ମିଳି ନଥିବା ଅଭିଯୋଗ ଆଣିଥିଲେ ଆନ୍ଦୋଳନକାରୀ । ହେଲେ ପିପିଏଲ୍ କମ୍ପାନୀ ସହିତ ଏକ ତ୍ରିପାକ୍ଷିକ ଆଲୋଚନା ପରେ ଧାରଣା ପ୍ରତ୍ୟାହୃତ ହୋଇଛି । ଆନ୍ଦୋଳନକାରୀଙ୍କ ସମସ୍ତ ଦାବି କୁ କମ୍ପାନୀ କର୍ତ୍ତୃପକ୍ଷ ମାନିନେଇଥିବା ସ୍ଥାନୀୟ ବିଧାୟକ ସୂଚନା ଦେଇଛନ୍ତି ।
BREAKING NEWS
- ବିମାନ ଦୁର୍ଘଟଣାକୁ ରୋକିଲେ ଭାରତୀୟ ପାଇଲଟ୍: ୧୮୦ ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କ୍ୟାପଟେନ୍ ସ୍ମିତ୍ ମଚ୍ଛାର
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ

Comments are closed.