କଟକ : କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି । କଟକ ଜିଲ୍ଲାପାଳ ଭବାନୀ ଶଙ୍କରଙ୍କର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ନରହରି ସେଠୀ ହେଲେ କଟକ ଜିଲ୍ଲାପାଳ । ଭବାନୀ ଶଙ୍କରଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି ନରହରି ।
BREAKING NEWS
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା

Comments are closed.