ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଏକ ଓ୍ବେରହାଉସ୍ ରେ ବିସ୍ଫୋରଣ ଘଟିଛି । ସିଦ୍ଧାର୍ଥନଗର ଜିଲ୍ଲା ଅଲ୍ଲିଗଡ ସହରରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ଜଣାପଡିଛି । ଘଟଣାରେ ୪ ଜଣ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେପଟେ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
BREAKING NEWS
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
Comments are closed.