ମୁମ୍ବାଇ : ଦିଲ୍ଲୀ , ମୁମ୍ବାଇ ମ୍ୟାଚରେ ଫୁଟିବନି ବାଣ । ବାୟୁ ପ୍ରଦୂଷଣକୁ ଆଖି ଆଗରେ ରଖି ବିସିସିଆଇ ଏହି ପଦକ୍ଷେପ ନେଇଛି । ମୁମ୍ବାଇ ଓ ଦିଲ୍ଲୀ ମ୍ୟାଚରେ ବାଣ ନ ଫୁଟାଇବାକୁ ନିଷ୍ପତ୍ତି ହୋଇଛି । ଏ ନେଇ ଆଇସିସିକୁ ଅବଗତ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଜୟ ଶାହା । ଆସନ୍ତା କାଲି ମୁମ୍ବାଇରେ ଶ୍ରୀଲଙ୍କା –ଭାରତ ମଧ୍ୟରେ କଡା ଟକ୍କର ହେବ । ସେହିପରି ଆସନ୍ତା ସୋମବାର ଦିଲ୍ଲୀରେ ବାଂଲାଦେଶ-ଶ୍ରୀଲଙ୍କା ମଧ୍ୟରେ ହାଇଭୋଲଟେଜ୍ ମ୍ୟାଚ୍ ଦେଖିବାକୁ ମିଳିବ ।
BREAKING NEWS
- ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ର ପ୍ରଦାନ…
- Khandagiri Jatra:ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ୧୪ ନିୟମ ଜାରି କଲା ଖଣ୍ଡଗିରି ପୋଲିସ
- Padma Awards 2026: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ର, ସିବୁ ସୋରେନ, ରୋହିତ ଶର୍ମାଙ୍କୁ ପଦ୍ମଶ୍ରୀ…
- କିଟ୍ ଓ କିସର ମିନି ମାରାଥନ; ଶାଢ଼ି ପିନ୍ଧି ଦୌଡ଼ିଲେ ୬ ହଜାର ମହିଳା
- ‘ଫିଙ୍ଗର ଅନ୍ ଦି ଟ୍ରିଗର’; ଯୁଦ୍ଧ ମୁହାଁ ଆମେରିକା-ଇରାନ
- ବରିଷ୍ଠ ସାମ୍ବାଦିକ ମାର୍କ ଟୁଲିଙ୍କ ଦେହାନ୍ତ; ଭାରତରେ ବିତାଇଥିଲେ…
- ନବସୃଜନ ଉପରେ ଗୁରୁତ୍ୱ ଦେବାକୁ ପିଲାଙ୍କୁ ପ୍ରେରଣା ଦେଲେ ମୁଖ୍ୟମନ୍ତ୍ରୀ
- ଆଇସିସିର ନିଷ୍ପତି ମାନିନେଲା ବିସିବି, ଆଉ କରିବନି ଆବେଦନ
- କଟକ ଖାନନଗରରେ ‘ଆମ ବସ୍’ ଭଙ୍ଗାରୁଜା ଘଟଣା; ଆଇନ୍ ହାତକୁ ନନେବାକୁ କ୍ରୁଟର ଅପିଲ…
- ଜାପାନରେ ଆଉ ଦେଖିବାକୁ ନ ମିଳିପାରେ ପାଣ୍ଡା
Comments are closed.