ହାଇଦ୍ରାବାଦ: ପରଲୋକରେ ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ତଥା କମେଡିଆନ୍ ମଲ୍ଲମପଲ୍ଲୀ ଚନ୍ଦ୍ର ମୋହନ । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ଚନ୍ଦ୍ର ମୋହନ ଦୀର୍ଘଦିନ ଧରି ହୃଦ୍ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ହେଲେ ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଅଭିନେତା ଦୁନିଆରୁ ବିଦାୟ ନେଇଛନ୍ତି । ଏନେଇ ଜଣାପଡ଼ିବା ପରେ ଦକ୍ଷିଣ ଭାରତୀୟ ସିନେମାଜଗତରେ ଶୋକର ଛାୟା ଖେଳିଯାଇଛି ।
ମଲ୍ଲମପଲ୍ଲୀ ଚନ୍ଦ୍ର ମୋହନ ଦକ୍ଷିଣ ଭାରତୀୟ ସିନେମାରେ ବେଶ୍ ଲୋକପ୍ରିୟ ହୋଇପାରିଥିଲେ । ୧୯୬୬ରେ ସେ ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହାପରେ ସେ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମ ଭେଟି ଦେଇଥିଲେ । ଏଥିଲାଗି ସେ ରାଷ୍ଟ୍ରୀୟ ପୁରସ୍କାର ମଧ୍ୟ ପାଇଥିଲେ ।
BREAKING NEWS
- Master Canteen Violence:ମାଷ୍ଟରକ୍ୟାଣ୍ଟିନ ହିଂସା:ଅନଲାଇନ୍ ଅଟୋ ସଂଘ ସଭାପତି ଦୀନବନ୍ଧୁ ପୁରୀରୁ ଗିରଫ
- ଯଥାଶୀଘ୍ର ପୂରଣ ହେବ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ
- Superstition Murder: ସ୍ତ୍ରୀକୁ ଫେରିପାଇବା ପାଇଁ ସାଙ୍ଗକୁ ବଳି
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ରାଜ୍ୟ ବାହାରକୁ ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ିବସିଲା ବନବିଭାଗ, ୩ ଗିରଫ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

Comments are closed.