କୋରାପୁଟ : କୋରାପୁଟ ଜିଲ୍ଲା ଜରଟି ଷ୍ଟେସନ ନିକଟରେ ଅଭାବନୀୟ ଘଟଣା ଘଟିଛି । ରେଳ ଧାରଣାରେ ପଡିରହିଛି ଦୁଇ ବ୍ୟକ୍ତିଙ୍କ ମୃତଦେହ । ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର କୌଣସି ପରିଚୟ ମିଳିନି । ତେବେ ଟ୍ରେନରୁ ଖସି କିମ୍ବା ଅନ୍ୟ କୌଣସି କାରଣରୁ ମୃତ୍ୟୁ ଘଟିଛି । ସେ ନେଇ କୌଣସି ସୂଚନା ମିଳିନି । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- ବୈଭବ ସୂର୍ଯ୍ୟବଂଶୀଙ୍କୁ ଅପେକ୍ଷା କରିବାକୁ ପଡ଼ିବ, ଆମ ପାଖରେ ଦୁଇଜଣ ଚମତ୍କାର ଏବଂ ସ୍ଥିର ପ୍ରଦର୍ଶନ କରୁଥିବା ଓପନର୍ ଅଛନ୍ତି: ଶ୍ରେୟସ ଆୟର
- Kolkata stampede: ବନ୍ଦ ହେବ କୋଲକାତାରେ ପୂଜା ମଣ୍ଡପ? ପୋଲିସର ବଡ଼ ନିର୍ଦ୍ଦେଶ…ମୁଖ୍ୟମନ୍ତ୍ରୀ କହିଲେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହ ସରକାରୀ ଚାକିରି!
- Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ

Comments are closed.