ବାଲେଶ୍ବର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ଏମିତି କିଛି ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଅରଡ ବଜାରରୁ । ଲୁଣିଆ ଝୋଡି ପୋଲ ନିକଟରୁ ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । କିଏ ଓ କାହିଁକି ଏଠାରେ ମୃତଦେହ ଫିଙ୍ଗିଛି , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି । ଆଜି ସକାଳେ କିଛି ସ୍ଥାନୀୟ ଲୋକ ଏକ ବ୍ୟାଗରେ ଶିଶୁର ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ପରେ ସହଦେବଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- ବ୍ରହ୍ମପୁର ଛାତ୍ରୀ ମୃତ୍ୟୁ ମାମଲା: ପରିବହନ ମନ୍ତ୍ରୀଙ୍କ ପୁତୁରା ବିଶ୍ୱଜିତ ଗିରଫ
- ଗ୍ୟାସ୍ ଲିକ୍ ଘଟଣା; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଶ୍ରମିକମାନଙ୍କ ସହାୟତା ପାଇଁ ତାମିଲନାଡୁ ଗଲେ ୩ ବରିଷ୍ଠ ଅଧିକାରୀ
- ସିନ୍ଧୁ ନଦୀ ଜଳ ବିବାଦ: ଭାରତକୁ ଯୁଦ୍ଧ ଧମକ ଦେଲା ପାକିସ୍ତାନ
- ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ରି-ଇଭାଲ୍ୟୁଏସନ୍ ରେଜଲ୍ଟ ପ୍ରକାଶିତ; ୱେବସାଇଟ୍ରେ ଉପଲବ୍ଧ ହେଲା ଫଳାଫଳ
- ତାମିଲନାଡୁରେ ଭୟାବହ ଗ୍ୟାସ୍ ଲିକ୍: ଚିଙ୍ଗୁଡ଼ି ପ୍ରୋସେସିଂ କାରଖାନାରେ ୭ ମୃତ, ୩୦ରୁ ଅଧିକ ଗୁରୁତର
- ଟି୨୦ କ୍ରିକେଟରେ ହରମନପ୍ରୀତଙ୍କ ବିଶ୍ୱରେକର୍ଡ
- ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତ ଜିତିଲା ତ୍ରିରାଷ୍ଟ୍ରୀୟ ସିରିଜ
- ୟଶଙ୍କ ‘ଟକ୍ସିକ୍’ର ନୂଆ ରିଲିଜ୍ ଡେଟ୍ ଘୋଷଣା, ଏହି ଫିଲ୍ମଗୁଡ଼ିକୁ ଦେବ ଟକ୍କର…
- ପୋଲିସ-ଉଗ୍ରବାଦୀ ମୁହାଁମୁହିଁ; PLFI ଟପ୍ କମାଣ୍ଡର ଆହତ, ଅନେକ ଅସ୍ତ୍ରଶସ୍ତ୍ର ଉଦ୍ଧାର
- ୪ ଦିନ ଯାଏଁ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା

Comments are closed.