ଆସିକା : ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ରେଞ୍ଜର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢୀଙ୍କ ଘରେ ରେଡ୍ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ଆସିକା , ଭଞ୍ଜନଗର , ବ୍ରହ୍ମପୁର ଓ ଭୁବନେଶ୍ବର ସ୍ଥିତ ଘରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ ।
BREAKING NEWS
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
Comments are closed.