ଭୁବନେଶ୍ୱର: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।
ପରମପୂଜ୍ୟ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ତାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି। ଗାନ୍ଧିଜୀ ସମଗ୍ର ମାନବ ଜାତି ପାଇଁ ଆଦର୍ଶ। ଗାନ୍ଧୀଜୀଙ୍କ ବିଚାରଧାରା ଆଜି ମଧ୍ୟ ଅନେକ ମହତ୍ତ୍ୱ ରଖିଛି। ସେହି ବିଚାରଧାରାକୁ ପାଥେୟ କରି ଆସନ୍ତୁ, ଏକ ସ୍ବଚ୍ଛ ଓ ପ୍ଲାଷ୍ଟିକମୁକ୍ତ ସମାଜ ଗଠନ କରିବା। #GandhiJayanti pic.twitter.com/8Ddu1juq76
— Naveen Patnaik (@Naveen_Odisha) October 2, 2019
ଏହି ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
Humble tributes to former Prime Minister #LalBahadurShastri on his birth anniversary. He was a freedom fighter, patriot and his golden words, “Jai Jawan, Jai Kisan” is still a guiding force to build a strong and powerful nation. pic.twitter.com/ChsciolVy2
— Naveen Patnaik (@Naveen_Odisha) October 2, 2019
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
‘जय जवान जय किसान’ के उद्घोष से देश में नव-ऊर्जा का संचार करने वाले पूर्व प्रधानमंत्री लाल बहादुर शास्त्री जी को उनकी जयंती पर शत-शत नमन। pic.twitter.com/Vr9KddOUf5
— Narendra Modi (@narendramodi) October 2, 2019
राष्ट्रपिता महात्मा गांधी को उनकी 150वीं जन्म-जयंती पर शत-शत नमन।
Tributes to beloved Bapu! On #Gandhi150, we express gratitude to Mahatma Gandhi for his everlasting contribution to humanity. We pledge to continue working hard to realise his dreams and create a better planet. pic.twitter.com/4y0HqBO762
— Narendra Modi (@narendramodi) October 2, 2019
Comments are closed.