ଭୁବନେଶ୍ବର : ଚିନ୍ତା ବଢାଇଲେ ବାହାର ବେପାରୀ । ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ରହିଛି । ବେପାରୀ ଏବଂ ଦଲାଲଙ୍କ ଉପରେ ଦୃଷ୍ଟି ଦେବାକୁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛି । ଚେକ ପଏଣ୍ଟ ଗୁଡିକରେ ଚେକିଂ କୁ କଡାକଡି କରିବାକୁ ପରାମର୍ଶ ରହିଛି । ସୀମାବର୍ତ୍ତୀ ଅଞ୍ଚଳରେ କଡା ଚେକିଂ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ନୂଆପଡା, ବାଲେଶ୍ବର , ଗଜପତି ଏବଂ ବ୍ରହ୍ମପୁରରେ ସିଲ୍ ପଏଣ୍ଟ କରିବାକୁ କୁହାଯାଇଛି ।
BREAKING NEWS
- କୋଲ୍ଡ ଡ୍ରିଙ୍କସ୍ରେ କାହିଁକି କମ୍ ଥାଏ ଚିନି?ଜାଣନ୍ତୁ ବ୍ରିଟେନ ଓ ଭାରତର କୋଲ୍ଡ ଡ୍ରିଙ୍କସ୍ ମଧ୍ୟରେ ଥିବା ବଡ଼ ଫରକ
- ରୋହିତ, ସାମୀ ଓ ଭୁବନେଶ୍ୱର କାହିଁକି ନେଉନାହାନ୍ତି ଅବସର?
- ଆଗକୁ ପାର୍ବଣ, ବଜାରରେ ଅନିଶ୍ଚିତତା: ଆମେରିକାର ଆର୍ଥିକ ସ୍ଥିତି ବଦଳାଇବ କି ସୁନା ଦର?
- ରିଲାଏନ୍ସର ନୂଆ ଧମାକା: ଲଞ୍ଚ ହେଲା JioPC କ୍ଲାଉଡ୍ ପ୍ଲାନ୍, ପୁରୁଣା କମ୍ପ୍ୟୁଟର ପାଲଟିବ ସୁପରକମ୍ପ୍ୟୁଟର
- Helicopter Misuse Case Against Naveen:ନବୀନ- ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲା:ରିଭିଜନ ପିଟିସନକୁ ଖାରଜ କଲେ କୋର୍ଟ
- ରାଜ୍ୟରେ ବିଜେପି ସଂଗଠନ ମଜଭୁତ ହେଉଛି: ମନମୋହନ ସାମଲ
- ୨୮ ନବଗଠିତ NAC ପାଇଁ ୫୬୦ କୋଟିର ସ୍ବତନ୍ତ୍ର ଉନ୍ନୟନ ପ୍ୟାକେଜ;ପ୍ରତ୍ୟେକ NAC ପାଇଁ ୨୦ କୋଟି
- ଶ୍ରୀଲଙ୍କା ବଦଳରେ ଭାରତରେ ଆୟୋଜିତ ହେବ ଆଇସିସି ମହିଳା ଚାମ୍ପିୟନ୍ସ ଟ୍ରଫି
- ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ;ଏହି ଦିନ ମିଳିବ ଡିଜିଟାଲ ସାର୍ଟିଫିକେଟ
- ନୂତନ ‘EPF ଯୋଜନା ୨୦୨୬’ ଘୋଷଣା; ଡିସେମ୍ବର ୨୮ ପର୍ଯ୍ୟନ୍ତ ମିଳିବ ଛାଡ଼ ସୁବିଧା

Comments are closed.