ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍ ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ବାନ ଦିଆଯାଇଛି । ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
BREAKING NEWS
- President Visit Odisha: ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
- Rath Yatra: ରଥଖଳାରେ ପହଞ୍ଚିଲା କାଠ, ମାଘ ପଞ୍ଚମୀରେ ଅନୁକୂଳ ହେବ ରଥକାଠ
- Maoists Killed: ମାଓ ସଂଗଠନକୁ ପୁଣି ବଡ଼ ଝଟକା: ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ
- Ganjam Group Clash: ଗଞ୍ଜାମ ପଥରାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପରସ୍ପର ଉପରକୁ କଲେ ପଥର ମାଡ଼
- IND vs NZ: ଆଜି ପୁଣି ମୁହାଁମୁହିଁ ହେବେ ଭାରତ-ନ୍ୟୁଜିଲାଣ୍ଡ
- Nandankanan Open: ସାଧାରଣତନ୍ତ୍ର ଦିବସରେ ଖୋଲା ରହିବ ନନ୍ଦନକାନନ
- ଦୁନିଆ ତୁଳନାରେ ଆମ ଦେଶର ପିଲା ହୋଇଯାଉଛନ୍ତି ଗେଡ଼ା, ସାମ୍ନାକୁ ଆସିଲା କାରଣ; ରିପୋର୍ଟରେ ବଡ଼ ଖୁିଲାସା
- ପୁଅର ବାହାଘର ପୂର୍ବରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ବାପାର ଜୀବନ
- ବାହୁଦା ନଦୀରେ ବୁଡିଗଲେ ୨ ନାବାଳକ ଛାତ୍ର
- ଅପରେସନ୍ ଗୋ ରକ୍ଷକ: ଗୋ ମାଫିଆଙ୍କ ଆକାଉଣ୍ଟ ଓ ଲକର ହେଲା ଫ୍ରିଜ
Comments are closed.