ଭୁବନେଶ୍ବର: ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ଅଧମୁଣ୍ଡା ହାଇସ୍କୁଲ ପ୍ରଧାନଶିକ୍ଷକ ଅଗସ୍ତି ସାହୁ । ସ୍କୁଲର ଉନ୍ନତିକରଣ କାମ ପାଇଁ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ୨୨ ଲକ୍ଷ ୫୩ ହଜାର ଟଙ୍କାର ବିଲ ପାସ ପାଇଁ ମାଗୁଥିଲେ ଲାଞ୍ଚ। ଲାଞ୍ଚ ଟଙ୍କା ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ ।ଲାଞ୍ଚ ଟଙ୍କା ଜବତ କରି ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି । ଏଥିସହ ଗୋଟିଏ ସ୍ଥାନରେ ଚଢାଉ ଚାଲିଛି ।
BREAKING NEWS
- PM-KISAN ସହାୟତା, ଓଡ଼ିଶାର ୩୪ ଲକ୍ଷ ଚାଷୀଙ୍କ ଖାତାକୁ ଆସିଲା ୬୯୨ କୋଟି ଟଙ୍କା
- Meloni blasts Trump: ମୁହାଁମୁହିଁ ମେଲୋନି-ଟ୍ରମ୍ପ, ତେଜିଲା ବାକ୍ ଯୁଦ୍ଧ…ସୋସିଆଲ ମିଡିଆରେ ବର୍ଷିଲେ ଇଟାଲୀୟ ପ୍ରଧାନମନ୍ତ୍ରୀ
- International Yoga Day 2026 : କୋଲକାତାରେ ୩୫,୦୦୦ ଲୋକଙ୍କ ସହିତ ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ, ‘୩୦ ଅପେକ୍ଷା ୫୦ରେ ବେଶୀ ଏନରଜେଟିକ୍…’
- RE-NEET UG 2026: କଡା ସୁରକ୍ଷା ମଧ୍ୟରେ ଆଜି ପୁଣି ନିଟ୍ ପରୀକ୍ଷା ଦେବେ ଛାତ୍ରଛାତ୍ରୀ, ପଢନ୍ତୁ ଟିକିନିଖି ଅପଡେଟ୍…
- ନରେନ୍ଦ୍ର ପୁଷ୍କରିଣୀରୁ ୨ମୃତଦେହ ଉଦ୍ଧାର;ତଦନ୍ତ ଜାରି
- ମହିଳାମାନଙ୍କ ଠାରୁ ୧.୩୮ କୋଟି ଠକିଥିବା ମହିଳା ଧରାପଡିଲେ
- ଆଉ ନାହାଁନ୍ତି ଅନ୍ତର୍ଜାତୀୟ ତୀରନ୍ଦାଜ ରାଜେଶ ହାସଁଦା; କ୍ରୀଡ଼ା ଜଗତରେ ଶୋକର ଛାୟା
- ଇଚ୍ଛାଶକ୍ତି ଆଗରେ ହାର ମାନିଲା ବୟସ: ୩୫ ବର୍ଷ ପରେ କଲେଜ୍ ପରୀକ୍ଷା ଦେବାକୁ ପହଞ୍ଚିଲେ ୫୦ ବର୍ଷୀୟା ମହିଳା
- ଦୂର ହେଲା ଶ୍ରୀମନ୍ଦିର ଚୁନରା ଓ ଦଇତାପତି ସେବକଙ୍କ ପାଉଣା ମତଭେଦ
- ଡିଲ୍ ବେଳେ ମହାବଳ ବାଘ ଛାଲ ଜବତ, ଜଣେ ଗିରଫ, ୨ ଫେରାର

Comments are closed.