ଭୁବନେଶ୍ୱର:ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏହି ବୈଠକ ବସିବ। ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଲୋଚନା କରାଯିବାର ପୂର୍ବ ସୂଚନା ରହିଛି।ଆଗକୁ ନିର୍ବାଚନ ଥିବାରୁ ରାଜ୍ୟ ସରକାର କିଛି ନୂଆ ଯୋଜନା ଘୋଷଣା କରିବା ସମ୍ଭାବନା ରହିଛି। ଏଥିସହିତ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀଙ୍କ ପାଇଁ କ୍ୟାଡର ପୁନର୍ଗଠନ ଉପରେ ମଧ୍ୟ ନିଷ୍ପତ୍ତି ହୋଇପାରେ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମିଶନ ଶକ୍ତି, ଶିଳ୍ପ , ସାଧାରଣ ପ୍ରଶାସନ ଆଦି ବିଭାଗର ପ୍ରାୟ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟକୁ ଆସିବାକୁ ଥିବା ଏଜେଣ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।
BREAKING NEWS
- ନ୍ୟୁମେରୋଲଜି ବଦଳାଇଦେଲା ଜୀବନ: ମୁସଲମାନ ହୋଇ ମଧ୍ୟ ନୁଶରତ କରନ୍ତି ମାଆ ସନ୍ତୋଷୀଙ୍କ ବ୍ରତ
- ଘରେ ପହଞ୍ଚିବନି ରୋଷେଇ ଗ୍ୟାସ ସିଲିଣ୍ଡର, ସଂଘ ଦେଲା ଚେତାବନୀ
- ଏହି ଘାସ କଣ୍ଟ୍ରୋଲ କରେ ହାଇ ବିପି.. !
- ସମ୍ୱଲପୁରରେ ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
- ଏହି ତେଲର ୨ ବୁନ୍ଦା ନାଭିରେ ପକାନ୍ତୁ, କେଶ ହେବ କଳା
- ପାଇଖାନା ଟାଙ୍କିରୁ ମିଳିଲା ମୃତଦେହ, ୭ ଦିନ ଧରି ନିଖୋଜ ଥିଲା ନାବାଳକ
- ମହାପ୍ରଭୁଙ୍କର ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
- ଏହିସବୁ କ୍ୟାରିୟର ମୂଳାଙ୍କ ୧ ଥିବା ବ୍ୟକ୍ତିଙ୍କ ପାଇଁ ବେଷ୍ଟ…
- ଶ୍ରୀ ଭାଗବତ ସାର ୧୩: ଜ୍ଞାନ ଓ ବୈରାଗ୍ୟ ପ୍ରଭାବରେ ମଣିଷ ମନରେ ନିଷ୍କାମ ଭକ୍ତି ଜାଗ୍ରତ ହୁଏ
- ନୂଆ ରାସନ କାର୍ଡ ବଣ୍ଟନ ପାଇଁ ଜୋରଦାର ପ୍ରସ୍ତୁତି: ପରିବାରର ସମସ୍ତ ସଦସ୍ୟଙ୍କର ଇ-କେୱାଇସି ବାଧ୍ୟତାମୂଳକ
Comments are closed.