କଟକ: ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ହାତରେ ଧରାପଡ଼ିଲେ କଟକ ଭଦ୍ରେଶ୍ବର ଥାନା ଏଏସଆଇ ଆଲୋକ ଷଡ଼ଙ୍ଗୀ । ଥାନା ପରିସରରେ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଏକ ମାମଲାର ଦଫା କୋହଳ ପାଇଁ ଏଏସଆଇ ଆଲୋକ ଲାଞ୍ଚ ଲାଂଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଲାଂଚ ନେଉଥିବା ଟଙ୍କା ସହ ଆଲୋକଙ୍କୁ ଧରିଛି ଭିଜିଲାନ୍ସ । ଅଭିଯୁକ୍ତ ଏଏସଆଇ ବିରୋଧରେ ଏବେ ତଦନ୍ତ ଚାଲିଛି । ଏଏସଆଇ ଆଲୋକ ଷଡ଼ଙ୍ଗୀ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।
BREAKING NEWS
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
Comments are closed.