ଭଦ୍ରକ: ବରପଦା ଇଞ୍ଜିନିୟରିଂ କଲେଜ ସୋସାଇଟି ସଭାପତିଙ୍କ ଇସ୍ତଫା। ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଫୁଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। କଲେଜ ଓ କର୍ମଚାରୀଙ୍କ ହିତକୁ ଦୃଷ୍ଟିରେ ରଖି ଇସ୍ତଫା ଦେଇଥିବା ସୂଚନା ରହିଛି। ବରପଦା ଇଞ୍ଜିନିୟରିଂ କଲେଜ ସଭାପତି ପଦରୁ ଇସ୍ତଫା ଦେଇଥିବା ସାମ୍ବାଦିକ ସମ୍ମିଳନୀରେ ଘୋଷଣା କଲେ ଲୁଲୁ ସାମଲ।
BREAKING NEWS
- ଯୁବତୀଙ୍କୁ ଅପହରଣ ଓ ମୁଣ୍ଡଜାମିନ ଘଟଣାରେ ଯୁବକ ଗିରଫ
- Ama Bus:ମହିଳା ଚଲାଇବେ ‘ଆମ ବସ୍’, ତାଲିମ୍ ପାଇଁ ପୁନେ ଯିବେ
- ଧର୍ମଶାଳାରେ ସାଇବର ଠକେଇ ଅଭିଯୋଗ; ୩ ଅଟକ, ମୁଖ୍ୟ ଅଭିଯୁକ୍ତ ଫେରାର
- ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ;ମୁଖ୍ୟ ଉଦ୍ଦେଶ୍ୟ ପ୍ରାଥମିକ ଶିଶୁ ବିକାଶ…
- ମମତା ବାନାର୍ଜୀଙ୍କ ଫୋର୍ଟ ୱିଲିୟମ ବୟାନ; ରାଜ୍ୟପାଳଙ୍କ ନିକଟରେ ଅଭିଯୋଗ କଲା ସେନା
- ଈଶାନ କିଶାନ ଖେଳିବା ନେଇ ସୂଚନା ଦେଲେ ସୂର୍ଯ୍ୟକୁମାର
- AIIMS New Delhi: ୧୩ ମାସରେ ହଜାରରୁ ଅଧିକ ରୋବୋଟିକ୍ ଅସ୍ତ୍ରୋପଚାର…ଦିଲ୍ଲୀ AIIMSର ଇତିହାସ ସୃଷ୍ଟି
- ଟ୍ରମ୍ପ ଆମେରିକାର ସବୁଠୁ ବଡ ଦୁର୍ନୀତିଗ୍ରସ୍ତ ରାଷ୍ଟ୍ରପତି; କାହିଁକି ଏଭଳି କହିଲେ ବ୍ରିଟିଶ ସାଂସଦ
- ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ସାହିତ୍ୟିକଙ୍କ କାର୍ଯ୍ୟକ୍ରମ ବାତିଲ; ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲା ବିଜେଡି
- ଲଭ ଆଣ୍ଡ ୱାର: ଲିକ ହେଲା ରଣବୀର-ଆଲିଆଙ୍କ ଲୁକ
Comments are closed.