ସମ୍ବଲପୁର: ସମ୍ବଲପୁର ବସଷ୍ଟାଣ୍ଡରେ ବସ୍ ହେଲ୍ପରକୁ ଛୁରାମାଡ଼ । ଦୁର୍ବୃତ୍ତଙ୍କ ଛୁରାମାଡ଼ରେ ଗୁରୁତର ହେଲେ ହେଲପର । ଗୁରୁତର ହେଲପରଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଛୁରାମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ ୩ ରୁ ୪ ଜଣ ଛୁରାମାଡ଼ କରିଥିବା ସୂଚନା ମିଳିଛି । ସେପଟେ ଅଭିଯୁକ୍ତକୁ ଗିରଫ ଓ ଫାଣ୍ଡି ସ୍ଥାପନ ଦାବିରେ ଧାରଣାରେ ବସିଛନ୍ତି ବସ୍ କର୍ମଚାରୀ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଉତ୍ୟକ୍ତ କର୍ମଚାରୀଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ କରୁଛି ।
BREAKING NEWS
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
- Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ
- ବିଶ୍ୱ ମହିଳା ଟିସ ଚେସ ଚାମ୍ପିୟନଶିପ: ପଦ୍ମିନୀଙ୍କୁ ବ୍ରୋଞ୍ଜ
Comments are closed.