ଭୁବନେଶ୍ୱର: ରାଜ୍ୟରେ ସରିଛି ୨୦୨୪ ନିର୍ବାଚନ। ମୋଟ ୪ ଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିବା ଉଭୟ ଲୋକସଭା ଓ ବିଧାନସଭାର ଆଜି ଥିଲା ଶେଷ ପରୀକ୍ଷା। ଜୁନ୍ ୪ ରେ ବାହାରିବା ଫଳାଫଳ। ଆଜି ଅନ୍ତିମ ପର୍ଯ୍ୟାୟରେ ରାଜ୍ୟ ରେ ମୋଟ ୬୩.୧୮ ପ୍ରତିଶତ ଭୋଟ ଗ୍ରହଣ ହୋଇଯାଇଛି।
ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାରଙ୍କ ହାତରେ ଥିଲା ୬ ଲୋକସଭା ଆସନ ଓ ଏହା ଅନ୍ତର୍ଗତ ପ୍ରାର୍ଥୀଙ୍କ ଭାଗ୍ୟ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ ବିଧାନସଭା ଆସନରେ ଲଢୁଥିଲେ ୩୯୪ ଜଣ ପ୍ରାର୍ଥୀ।
ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ ବୁଥ୍ କରାଯାଇଥିଲା। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଥିଲା।
ଏହି ପର୍ଯ୍ୟାୟରେ ଲୋକସଭାରେ ଅନେକ ହେଭିୱେଟ୍ ରହିଥିଲେ । ସେମାନଙ୍କ ମଧ୍ୟରେ ଅଛନ୍ତି ବିଜେଡିରୁ ସୁଦାମ ମାରଣ୍ଡି, ନବ ଚରଣ ମାଝୀ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଶ୍ରୀକାନ୍ତ ଜେନା, ମଞ୍ଜୁଲତା ମଣ୍ଡଳ, ଅଭିମନ୍ୟୁ ସେଠୀ, ଅନନ୍ତ ପ୍ରସାଦ ସେଠୀ, ଶର୍ମିଷ୍ଠା ସେଠୀ, ରବୀନ୍ଦ୍ର ନାରାୟଣ ବେହେରା, ଅଂଶୁମାନ ମହାନ୍ତି, ବୈଜୟନ୍ତ ପଣ୍ଡା, ରାଜଶ୍ରୀ ମଲ୍ଲିକ, ବିଭୁପ୍ରସାଦ ତରାଇ ।
BREAKING NEWS
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ

Comments are closed.