ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ବୁଧବାର ବସିବ ରାଜ୍ୟର ଦ୍ବିତୀୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଦ୍ବିତୀୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଦିନ ୧୧ଟା ବେଳେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବା ସହ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
BREAKING NEWS
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
Comments are closed.