Latest Odisha News

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଅରିନ୍ଦମ ଡାକୁଆ ଓଡ଼ିଶା କ୍ୟାଡରର ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Comments are closed.