କେରଳ: କେରଳରେ ଫେରିଛି ମାସ୍କ । କେରଳ ମାଲାପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି । ତେବେ ବାଳକଟି ସହ କେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେନେଇ ଅଧିକ ଯାଞ୍ଚ କରୁଛି ସ୍ବାସ୍ଥ୍ୟ ବିଭାଗ । ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଜାରି କରାଯାଇଛି । ସେପଟେ ଏହି ଭାଇରସ ଚିହ୍ନଟ ପରେ ମାଲାପୁରମବାସୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ପ୍ରଶାସନ ।
BREAKING NEWS
- ଆଉ ନାହାଁନ୍ତି ଅନ୍ତର୍ଜାତୀୟ ତୀରନ୍ଦାଜ ରାଜେଶ ହାସଁଦା; କ୍ରୀଡ଼ା ଜଗତରେ ଶୋକର ଛାୟା
- ଇଚ୍ଛାଶକ୍ତି ଆଗରେ ହାର ମାନିଲା ବୟସ: ୩୫ ବର୍ଷ ପରେ କଲେଜ୍ ପରୀକ୍ଷା ଦେବାକୁ ପହଞ୍ଚିଲେ ୫୦ ବର୍ଷୀୟା ମହିଳା
- ଦୂର ହେଲା ଶ୍ରୀମନ୍ଦିର ଚୁନରା ଓ ଦଇତାପତି ସେବକଙ୍କ ପାଉଣା ମତଭେଦ
- ଡିଲ୍ ବେଳେ ମହାବଳ ବାଘ ଛାଲ ଜବତ, ଜଣେ ଗିରଫ, ୨ ଫେରାର
- ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନାରେ ଓଡ଼ିଶାକୁ ୩୭ କୋଟି ସହାୟତା ପ୍ରଦାନ
- Lightning strike:ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ,୮ ଗୁରୁତର ସହ ୧୭ ଛେଳି ମୃତ
- ଏସଆଇଆର ନିୟମରେ ଉଲ୍ଲଙ୍ଘନ ଅଭିଯୋଗ ଆଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି ଟିମ୍
- ଦୋହା ଡାଇମଣ୍ଡ ଲିଗରେ ନୀରଜଙ୍କୁ ୪ର୍ଥ ସ୍ଥାନ, ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ହାସଲ କଲେ ଯୋଗ୍ୟତା
- ଯଶସ୍ୱୀଙ୍କ ଶତକ ଆଗରେ ଫିକା ପଡିଲା ଶାହୀଦଙ୍କ ଇନିଂସ: ଭାରତର କ୍ଲିନ ସୁଇପ
- ଟିଏମ୍ସିରେ ମହାଭାରତ: ଫ୍ରିଜ୍ ହେଲା ଦଳର ୩ଟି ବ୍ୟାଙ୍କ ଆକାଉଣ୍ଟ

Comments are closed.