Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ବର: ମାଟି ପାଇଁ ନିଜ ଜୀବନ ଦେଇଥିବା ମହାନ ସଂଗ୍ରାମୀଙ୍କ ସମ୍ମାନରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଣିକି ସେମାନଙ୍କ ପରିବାର ଲୋକେ ପାଇବେ ଭତ୍ତା । ଆଜି କ୍ରାନ୍ତି ଦିବସରେ କିଛି ଏପରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରଙ୍କୁ କୁଟୁମ୍ବ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଭତ୍ତା ପ୍ରଦାନ କରିବେ ସରକାର । ଏନେଇ ଖୁବ୍‌ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ ।

Comments are closed.