Latest Odisha News

BREAKING NEWS

ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସପେଣ୍ଡ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସପେଣ୍ଡ। ୧୮ ମାସ ପାଇଁ ସସପେଣ୍ଡ କଲା ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍‌ଙ୍କୁ ନିଲମ୍ବିତ କରାଯାଇଛି ।

୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦଙ୍କୁ ସ୍ବର୍ଣ୍ଣ ମିଳିଥିଲା।

Comments are closed.