Latest Odisha News

BREAKING NEWS

୩ ଘଣ୍ଟା ଯାଏଁ ଭିଜିବ ଭୁବନେଶ୍ୱର

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳ ବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ଯ ଜାରି କରାଯାଇଛି।

ଆଗାମୀ ୩ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ସାମାନ୍ଯରୁ ମଧ୍ଯମ ଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.