ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର l ୧୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା l ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଫଳରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଲଘୁଚାପ ସୃଷ୍ଟି ହେବା ପରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ l ପ୍ରଭାବରେ ଆସନ୍ତା ୧୩ ତାରିଖରୁ ୧୫ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି l ସେପଟେ ଆସନ୍ତା କଲି ପାଇଁ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି l
BREAKING NEWS
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
- ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନୂଆ ଲୁକ ଭାଇରାଲ, ଫ୍ୟାନ୍ସ ଚକିତ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜସପ୍ରୀତ ବୁମରାଙ୍କ ବିକଳ୍ପ ସାଜିବେ କି ମହମ୍ମଦ ଶମୀ?
- କମନୱେଲଥ୍ ଗେମ୍ସ : ଗୋଟିଏ ଦିନରେ ଭାରତ ଜିତିଲା ୮ ସ୍ୱର୍ଣ୍ଣ
- ଜଙ୍ଗଲରୁ ୯ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ;ମାଫିଆ ଫେରାର
- କାଳୀ ମନ୍ଦିର ନିକଟରେ ଜିଭ କାଟିଲେ ଯୁବକ, ବିଦେଶରୁ ଫେରିଥିଲେ…
Comments are closed.