Latest Odisha News

BREAKING NEWS

ରବିବାର ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ, ଜାଣନ୍ତୁ କାହିଁକି…..

ପୁରୀ: ଆସନ୍ତାକାଲି ବନ୍ଦ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି ତଥା ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ଦ୍ୱାଦଶୀ । ଦ୍ବାଦଶୀରେ ମହାପ୍ରଭୁଙ୍କର ବାବନ ଜନ୍ମ ନୀତି । ତେଣୁ ଆସନ୍ତାକାଲି ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିସକାଶେ ୩ ଘଣ୍ଟା ପାଇଁ ମନ୍ଦ ରହିବ ସାଧାରଣ ଦର୍ଶନ । ମଧ୍ୟାହ୍ନ ଧୂପ ସରିବା ପରେ ବାବନ ଜନ୍ମ ନୀତିକାନ୍ତି ଆରମ୍ଭ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Comments are closed.